୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲମାର୍କ ଲୋ ପ୍ରେସର୍ ଦୁର୍ବଳ ହୋଇଛି। ଏହା ଉତ୍ତର ଉପକୂଳ ଓଡ଼ିଶାରେ କେନ୍ଦ୍ରୀଭୂତ ହୋଇଥିଲେ ମଧ୍ୟ ଦୁର୍ବଳ ହୋଇଥିବାରୁ ବର୍ଷା କମିଛି। ତେବେ ମୌସୁମୀ ପ୍ରଭାବରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ବିଶେଷ କରି ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଆସନ୍ତା ୧୯ ତାରିଖରେ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି। ତେଣୁ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି।

You might also like