ମେଡିକାଲ୍‌ରେ ବାସି ଖାଦ୍ୟ ଦିଆଯାଇଥିବା ଅଭିଯୋଗ ପରେ ଅଚାନକ ହସ୍ପିଟାଲ ପରିଦର୍ଶନ କଲେ ଜିଲ୍ଲାପାଳ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ରାତ୍ରୀ ଭୋଜନରେ ବାସି ଖାଦ୍ୟ ଦିଆଯାଇଥିବା ଅଭିଯୋଗ ପରେ ଜିଲ୍ଲାପାଳ କେ. ସୁଦର୍ଶନ ଓ ଏସ୍‌ପି ବି. ଯୁଗଳ କିଶୋର ଅଚାନକ ହସ୍ପିଟାଲ ପରିଦର୍ଶନ କରିଛନ୍ତି।

ଗତକାଲି ରାତି ୮ଟା ପରେ ଜିଲ୍ଲାପାଳ ଓ ଏସ୍‌ପି ଅଚାନକ ହସ୍ପିଟାଲ ପରିଦର୍ଶନ କରି  ଖାଦ୍ୟର ମାନ ପରଖିଥିଲେ। ଏଥିସହ ଖାଦ୍ୟ ଯୋଗାଉଥିବା ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲାପାଳ ସିଡିଏମଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଗତ କିଛିଦିନ ତଳେ ରାତ୍ରୀ ଭୋଜନରେ ବାସି ଖାଦ୍ୟ ଦିଆଯାଇଥିବା ନେଇ ଅଭିଯୋଗ ହୋଇଥିଲା।

ଆହୁରି ପଢ଼ନ୍ତୁ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

You might also like