ଶଶି ଓ ରମେଶଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର :  ମନ୍ତ୍ରିମଣ୍ଡଳରୁ ପ୍ରଦୀପ ମହାରଥୀଙ୍କ ଇସ୍ତଫା ପରେ ମନ୍ତ୍ରୀ ଶଶିଭୂଷଣ ବେହେରା ଓ ରମେଶ ମାଝୀଙ୍କୁ ମିଳିଛି ଅତିରିକ୍ତ ଦାୟିତ୍ୱ।

ଅର୍ଥ ମନ୍ତ୍ରୀ ଶଶିଭୂଷଣ ବେହେରାଙ୍କୁ କୃଷି ଏବଂ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗର ଅତିରିକ୍ତି ଦାୟିତ୍ୱ ମିଳିଥିବା ବେଳେ ଏସସିଏସଟି ବିକାଶ ମନ୍ତ୍ରୀ ରମେଶ ମାଝୀଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି।

ଆହୁରି ପଢ଼ନ୍ତୁ

ନଭେମ୍ବର ପାଇଁ ଅନ୍‌ଲକ୍-୬ ଗାଇଡ୍‌ ଲାଇନ୍ ଜାରି

ଆସିଲା ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍ସ: ଜାଣନ୍ତୁ ଓଡ଼ିଶାରେ କେବେ ଖୋଲିବ ସ୍କୁଲ…

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

You might also like