• translate
Chandan Shishu

ଭୁବନେଶ୍ୱର: ବରିଷ୍ଠ IPS ସ୍ତରରେ ବଡ଼ ଧରଣର ଅଦଳ ବଦଳ ହୋଇଛି। ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଯଶୋବନ୍ତ ଜେଠୱା। ଦେବାଶିଷ ପାଣିଗ୍ରାହୀଙ୍କ ଦେହାନ୍ତ ପରେ ଭିଜିଲାନ୍ସ ନିର୍ଦ୍ଦେଶକ ପଦବୀ ଖାଲି ଥିଲା। କ୍ରାଇମବ୍ରାଞ୍ଚ ଓ ଆଇନଶୃଙ୍ଖଳା ଏଡିଜି ଥିବା ଜେଠୱାଙ୍କୁ ଭିଜିଲାନ୍ସ ନିର୍ଦ୍ଦେଶ କରାଯାଇଛି। ସେହିଭଳି କ୍ରାଇମବ୍ରାଞ୍ଚ ଏଡିଜି ଭାବେ ସଂଜୀବ ପଣ୍ଡାଙ୍କୁ ଦାୟିତ୍ୱ ମିଳିଛି। ପୂର୍ବରୁ ସେ ପରିବହନ କମିଶନର ଭାବେ ଦାୟିତ୍ୱ ନିଭାଇଛନ୍ତି।

ସେପଟେ ପରିବହନ କମିଶନର ଭାବେ ଅରୁଣ ବୋଥ୍ରାଙ୍କୁ ଅବସ୍ଥାପିତ କରାଯାଇଛି। ଏହାଛଡ଼ା ଆଇନଶୃଙ୍ଖଳା ଏଡିଜି ରାଧାକୃଷ୍ଣ ଶର୍ମାଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଗୃହ ବିଭାଗ ଓଏସଡି ଦାୟିତ୍ୱ ଦିଆଯାଇଛି। ଏଥିସହ ଅସିତ ପାଣିଗ୍ରାହୀଙ୍କୁ ଭିଜିଲାନ୍ସ ଆଇଜି ଦାୟିତ୍ୱ ଦିଆଯାଇଛି।

Other Stories

  •  bjp leaders came back to Odisha
    Odisha BJP ଗୁଜରାଟ ମଡେଲକୁ ଓଡ଼ିଶାରେ ଆପଣେଇବ ବିଜେପି

    ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସୁରଟ ଗସ୍ତ କରିଥିବା ୯ ଜଣିଆ ଟିମ ଭୁବନେଶ୍ୱର ଫେରିଛି।ଗୁଜରାଟ ବିଜେପିର କାର୍ଯ୍ୟପନ୍ଥା, ନୀତି ବିଷୟରେ ଜାଣିବା ପାଇଁ ଏହି ଟିମ୍‌ ସୁରଟ ଯାଇଥିଲେ। 

  • KOTIA
    Koraput କୋଟିଆର ସବୁ ଗାଁରେ ପଞ୍ଚାୟତ ନିର୍ବାଚନ କରିବେ ଓଡ଼ିଶା ସରକାର !

    ଆନ୍ଧ୍ର ପରେ କୋଟିଆରେ ଓଡ଼ିଶା କରିବ ନିର୍ବାଚନ । ଗତ ଏପ୍ରିଲ ୮ରେ ଆନ୍ଧ୍ର ସରକାର ଜୋର ଜବରଦସ୍ତ କୋଟିଆରେ ପ୍ରବେଶ କରି ନିର୍ବାଚନ କରାଇଥିଲେ । ଏବେ ଓଡ଼ିଶା ସରକାରଙ୍କ ପକ୍ଷରୁ ସେଠାରେ ପଞ୍ଚାୟତ ନିର୍ବାଚନ...

  • Pipili byelection
    Odisha କାହାକୁ ମିଳିବ ପିପିଲିବାସୀଙ୍କ ଆଶୀର୍ବାଦ?

    ବିଜେଡି, ବିଜେପି ଓ କଂଗ୍ରେସ୍ ନିଜ ନିଜର ୨୦ ଜଣିଆ ଷ୍ଟାର କ୍ୟାମ୍ପେନର୍ ତାଲିକା ପ୍ରକାଶ କରିସାରିଛନ୍ତି। ସବୁ ଦଳର ଷ୍ଟାର କ୍ୟାଂପେନର୍ ଓ ହେଭିେଓ୍ୱଟ୍ ନେତାମାନେ ପ୍ରଚାର ମୈଦାନକୁ ଖୁବ୍ ଶୀଘ୍ର ଓହ୍ଲାଇବେ କିନ୍ତୁ ପ୍ରଚାରରେ...

  • Subash Singh
    Cuttack Durga Puja ଭର୍ତ୍ତୃହରିଙ୍କ ମନ୍ତବ୍ୟକୁ ସୁବାସ ସିଂହଙ୍କ ସମାଲୋଚନା

    କଟକରେ ମା’ ଦୁର୍ଗାଙ୍କ ମୂର୍ତ୍ତୀ ଉଚ୍ଚତାକୁ ନେଇ ବଢ଼ିବାରେ ଲାଗିଛି ବିବାଦ । ଏହି ପ୍ରସଙ୍ଗରେ ସାଂସଦ ଭର୍ତ୍ତୃହରି ମହତାବଙ୍କ ମନ୍ତବ୍ୟକୁ ସୁବାସ ସିଂହ ସମାଲୋଚନା କରିଛନ୍ତି । ପ୍ରଥମେ ଦେବାଶିଷ ସାମନ୍ତରାୟ ଭର୍ତ୍ତୃହରି ମହତାବଙ୍କ ମନ୍ତବ୍ୟକୁ ନେଇ ସମାଲୋଚନା କରିଥିବା...