ଦିନକ ପରେ ମକର ସଂକ୍ରାନ୍ତି ; ଚଳଚଞ୍ଚଳ ମୟୂରଭଞ୍ଜ

ମୟୂରଭଞ୍ଜ : ଦିନକ ପରେ ମକର ସଂକ୍ରାନ୍ତି। ଘରେ ଘରେ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ମୟୂରଭଞ୍ଜ ଜିଲ୍ଲା। ଚାଲିଛି ଘରର ଲିପାପୋଛା, ଅଙ୍କା ଯାଉଛି ରଙ୍ଗବେରଙ୍ଗରେ ଚିତ୍ର। ଏହାକୁ ଗଣପର୍ବ ରୂପେ ପାଳନ କରନ୍ତି ଏହି ଜିଲ୍ଲାବାସୀ।

ଆଦିବାସୀ ବହୁଳ ଏହି ଜିଲ୍ଲାରେ ଏହି ପର୍ବକୁ ୩ ଦିନ ଧରି ପାଳନ କରାଯାଏ। ଘରେ ଘରେ ପିଠାପଣା କରାଯିବ ସହ ମାଂସଭାତର ଆସର ଜମେ। ଏହି ଦିନରେ ନୂଆଲୁଗା ପିନ୍ଧି ଅଲତା ଲଗାଇ ନାଚଗୀତର ବି ମଜ୍ଜା ଉଠାଥାନ୍ତି ଏଠିକାର ଲୋକେ।

କିଏ ଡ୍ରେସ୍‌ କିଣିବାରେ ବ୍ୟସ୍ତ ତ ଆଉ କିଏ ଚାଉଳ କିଣିବାରେ । ବଜାରେ ଖଚାକଚ୍ ଭିଡ଼। ସମସ୍ତେ ନୂଆ ନୂଆ ଜିନିଷ ପତ୍ର କିଣିବାରେ ଲାଗିପଡିଛନ୍ତି ।

ଆହୁରି ପଢ଼ନ୍ତୁ

ବାପାଙ୍କ ଶବକୁ କାନ୍ଧ ଦେଇ ମଶାଣି ନେଲେ ତିନି ଝିଅ , ଦେଲେ ମୁଖାଗ୍ନି

ସରକାରଙ୍କ ଠିକାଦାର ପ୍ରୀତିର ଗୁମର ଖୋଲିଲେ ଏଜି ; କାମ ନକରି ବି ମାଲେମାଲ୍ ଠିକାଦାର

ସାହାରା ଇଣ୍ଡିଆ କମ୍ପାନୀର ବ୍ରହ୍ମପୁର ଅଫିସରେ ତାଲା

ଖୋଲିବ ଛୋଟାର କଳା ସାମ୍ରାଜ୍ୟର ଗୁମର

ପାଟକୁରାରେ ବିଜେଡି ସୁପ୍ରିମୋଙ୍କ ମାରାଥନ ପ୍ରଚାର

କୁଳଭୂଷଣଙ୍କୁ ପାକିସ୍ତାନ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ସ୍ଥଗିତ ରଖିଲେ ICJ

ବିଧାନସଭାରେ ଅନୁପସ୍ଥିତ, ପାଟକୁରାରେ ଉପସ୍ଥିତ

ଆଦର୍ଶ ପୋଖରୀ ଖୋଳାରେ ମହାଘୋଟାଲା ; ୧୦ ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗ

କିଓସ୍କ ବ୍ୟାଙ୍କିଙ୍ଗ୍ ନାଁରେ ବଡ଼ ଘୋଟାଲା : ଗ୍ରାହକ ସେବା କେନ୍ଦ୍ର ପରିଚାଳକ ଫେରାର

ନିଶା ଓ ପଥର ମାଫିଆ ଘର ଉପରେ ଚଢ଼ିଲା ବୁଲ୍‌ଡୋଜର

ବାହୁଡ଼ାରେ ଘୁଗୁନି ବିକିଲେ ପଦ୍ମଶ୍ରୀ ହଳଧର ନାଗ

ଅଧୁରା ରହିବ କି ୩ ଜିଲ୍ଲାର ମଡେଲ୍ ଡିଗ୍ରୀ କଲେଜ ସ୍ୱପ୍ନ ?

You might also like