ନିଜ ଅଧିକାର ପାଇଁ ତାତିଲେ ସ୍ୱାଭିମାନ ଅଞ୍ଚଳବାସୀ; କୋଭିଡ କଟକଣା ଭୁଲିଗଲେ

ମାଲକାନଗିରି: କୋଭିଡ କଟକଣାକୁ ବେଖାତିର କରି ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ସିପିଆଇଏମ ପକ୍ଷରୁ ମେଳି ହୋଇଛି। ଗଜଳମାମୁଡ଼ିରେ ଚିତ୍ରକୋଣ୍ଡାର ଅଂଚଳରେ ବିଭିନ୍ନ ସମସ୍ୟାକୁ ନେଇ ମେଳି ଓ ଶୋଭାଯାତ୍ରା ହୋଇଛି।

ବିଭିନ୍ନ ସମସ୍ୟାକୁ ନେଇ ସେମାନେ ସ୍ଲୋଗାନ ଦେଇଥିଲେ। ୯ ଟି ପଞ୍ଚାୟତର ୪୦ ପ୍ରତିଶତ ପରିବାର ରାସନ କାର୍ଡ ପାଇନାହାନ୍ତି। ଏନେଇ ବାରମ୍ବାର ଆବେଦନ କରିଥିଲେ ମଧ୍ୟ ତାଙ୍କ କଥା କେହି ଶୁଣୁନାହାନ୍ତି ବୋଲି ଅଭିଯୋଗ କରିଛନ୍ତ ଚିତ୍ରକୋଣ୍ଡାବାସୀ।

କରୋନା ମହାମାରୀ ସମୟରେ ପିଲାଙ୍କ ପାଠପଢ଼ା ବନ୍ଦୋବସ୍ତ କରିବା, ଚିତ୍ରକୋଣ୍ଡା ବ୍ଲକରେ ହେଉଥିବା ଦୁର୍ନୀତିର ତଦନ୍ତ, ଲାଞ୍ଚ ନେଇ କାମ ଯୋଗାଇ ଦେଉଥିବା ଅଫିସରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରି ଶହ ଶହ ଲୋକ ଶୋଭାଯାତ୍ରାରେ ସାମିଲ ହୋଇଥିଲେ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like