ମାଲକାନଗିରି ମ୍ୟୁନିସିପାଲିଟି ଓ ବାଲିମେଳା NAC ସମ୍ପୂର୍ଣ୍ଣ ଲକ୍‌ଡାଉନ୍

ମାଲକାନଗିରି: ମାଲକାନଗିରି ମ୍ୟୁନିସିପାଲିଟି ଓ ବାଲିମେଳା NACକୁ ସମ୍ପୂର୍ଣ୍ଣ ଭାବେ ଲକ୍‌ଡାଉନ୍ କରାଯାଇଛି। ଆସନ୍ତାକାଲି ମଧ୍ୟରାତ୍ରରୁ ୧୯ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଲକ୍‌ଡାଉନ୍ ନେଇ ଘୋଷଣା ହୋଇଛି।

ଆଜି ଜିଲ୍ଲାରୁ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଚିହ୍ନଟ ନୂଆ ୩୬ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ମ୍ୟୁନିସିପାଲିଟିରୁ ୨୦ ଜଣ
ବାଲିମେଳା NACରୁ ୧୫ ଏବଂ ଖଇରପୁଟ ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ମଧ୍ୟ ପଢ଼ନ୍ତୁ: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

You might also like