ପାରିବାରିକ କହଳରୁ ଚାଲିଗଲା ୨ଟି ଜୀବନ

ବାଲେଶ୍ୱର: ପାରିବାରିକ କଳହ ଶେଷରେ କରୁଣ ପରିଣତିର ରୂପ ନେଇଛି। ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ବାହାନଗା ବରିପଦା ଗାଁରେ।

ସୂଚନା ଅନୁସାରେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ମଧ୍ୟରେ ଝଗଡ଼ା ହୋଇଥିଲା। ସେଥିରେ ଉତକ୍ଷିପ୍ତ ହୋଇ ସ୍ୱାମୀ ସ୍ତ୍ରୀକୁ ପିଟି ପିଟି ମାରିଦେଇଥିଲା। ପରେ ନିଜେ ମଧ୍ୟ ଝୁଲି ପଡ଼ି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like