ପାରିବାରିକ କହଳରୁ ଚାଲିଗଲା ୨ଟି ଜୀବନ
ବାଲେଶ୍ୱର: ପାରିବାରିକ କଳହ ଶେଷରେ କରୁଣ ପରିଣତିର ରୂପ ନେଇଛି। ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ବାହାନଗା ବରିପଦା ଗାଁରେ। ସୂଚନା ଅନୁସାରେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ମଧ୍ୟରେ ଝଗଡ଼ା ହୋଇଥିଲା। ସେଥିରେ ଉତକ୍ଷିପ୍ତ ହୋଇ ସ୍ୱାମୀ ସ୍ତ୍ରୀକୁ ପିଟି ପିଟି ମାରିଦେଇଥିଲା। ପରେ ନିଜେ ମଧ୍ୟ ଝୁଲି ପଡ଼ି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।
ବାଲେଶ୍ୱର: ପାରିବାରିକ କଳହ ଶେଷରେ କରୁଣ ପରିଣତିର ରୂପ ନେଇଛି। ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ବାହାନଗା ବରିପଦା ଗାଁରେ।
ସୂଚନା ଅନୁସାରେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ମଧ୍ୟରେ ଝଗଡ଼ା ହୋଇଥିଲା। ସେଥିରେ ଉତକ୍ଷିପ୍ତ ହୋଇ ସ୍ୱାମୀ ସ୍ତ୍ରୀକୁ ପିଟି ପିଟି ମାରିଦେଇଥିଲା। ପରେ ନିଜେ ମଧ୍ୟ ଝୁଲି ପଡ଼ି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।