ଡାକ୍ତରଖାନାରୁ ଆସି ଭାଉଜକୁ ହତ୍ୟା କଲା ଦିଅର

ରାଉରକେଲା: କୁଆରମୁଣ୍ଡା ରିଉଁ ଗାଁରେ ଅଭାବନୀୟ ଘଟଣା ଘଟିଛି। ଭାଉଜକୁ ଟାଙ୍ଗିଆରେ ର୍ନିମମ ଭାବେ ହତ୍ୟା କରିଛି ଦିଅର। ଏବଂ ନିଜେ ଦିଅର ମଧ୍ୟ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ମହିଳା ଜଣକ ହେଲେ ମାନୀ ଭୂମିଜ। ଆଉ ଯୁବକ ଜଣକ ହେଲେ ଲଖୀରାମ ଭୂମିଜ।

ମହିଳା ଜଣକର ବେକ ଓ ପେଟରେ କ୍ଷତ ଚିହ୍ନ ରହିଛି। ତେବେ ଲଖିରାମ କାହିଁକି ତାଙ୍କ ଭାଉଜକୁ ହତ୍ୟା କଲା ତାର କାରଣ ଜଣାପଡ଼ି ନାହିଁ।

ଗତକାଲି ରାତିରେ ଦିଅର ଲଖିରାମ ହସ୍ପିଟାଲରେ ଚିକିତ୍ସିତ ହେଉଥିଲା। ହସ୍ପିଟାଲରୁ ଘରକୁ ଫେରିବା ପରେ ଏଭଳି କାଣ୍ଡ ଘଟାଇଥିବା କୁହାଯାଉଛି। ବିରମିତ୍ରପୁର ପୁଲିସ ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like