ଗର୍ଭବତୀ ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

ବଲାଙ୍ଗୀର: ଗର୍ଭବତୀ ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ। ବଲାଙ୍ଗିର ସହର ରାଧାରାଣୀପଡ଼ାରେ ଘଟିଛି ଏ ଅମାନବୀୟ କାଣ୍ଡ। ଗର୍ଭବତୀ ସ୍ତ୍ରୀକୁ ପିଟିପିଟି ହତ୍ୟା କରିଛି ନୃସଂଶ ସ୍ୱାମୀ।

ପାରିବାରିକ କଳିକୁ କେନ୍ଦ୍ରକରି ଏ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ପାରିବାରିକ କଳହକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରୁଛି ପୋଲିସ। ଅଭିଯୁକ୍ତ ସ୍ୱାମୀ ଟାଉନଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ।

You might also like