ଘର ବାହାରେ ଶୋଇଥିଲା ବେଳେ ଦୁବୃର୍ତ୍ତଙ୍କ ଆକ୍ରମଣରେ ଜଣଙ୍କ ମୃତ୍ୟୁ

ବଲାଙ୍ଗିର: ଘର ବାହାରେ ଶୋଇଥିଲା ବେଳେ ଜଣଙ୍କୁ ହତ୍ୟା କରିଛନ୍ତି ଦୁବୃର୍ତ୍ତ। ବଲାଙ୍ଗିର ଜିଲ୍ଲା ସଇଁତଳାର ଝରବାହାଲି ଗାଁରେ ଏହି ଘଟଣା ଘଟିଛି। ମୃତକ ଜଣଙ୍କ ହେଲେ ଜଗଦୀଶ ମନହୀରା।

ଗତ କାଲି ରାତିରେ ଘର ବାହାରେ ଜଗଦୀଶ ଶୋଇଥିବାବେଳେ କେହି ଦୁର୍ବୃତ୍ତ ହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ମୁଣ୍ଡକୁ କୌଣସି ଅସ୍ତ୍ରରେ ଆକ୍ରମଣ କରିଥିବାରୁ ତାଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଟିକରପଡ଼ା ଫାଣ୍ଡି ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like