ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

କେନ୍ଦୁଝର: ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। କେନ୍ଦୁଝର ରାଇଘାଟୀ ପଞ୍ଚାୟତ ମଲ୍ଲୀସାହି ଗାଁର ବବ୍ରୁବାହନ ନାଏକ ଶୌଚ ପାଇଁ ଯାଉଥିବାବେଳେ ପାଖ ଜଙ୍ଗଲରୁ ଏକ ଭାଲୁ ଆସି ତାଙ୍କୁ ଆକ୍ରମଣ କରିଥିଲା।

ଭାଲୁ ତାଙ୍କ ଦୁଇ ଗୋଡ଼ ଏବଂ ହାତକୁ ଆକ୍ରମଣ କରିବା ଫଳରେ ସେ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍ଥାନୀୟଲୋକେ ତାଙ୍କୁ ଭାଲୁ କବଳରୁ ରକ୍ଷା କରିଥିଲେ। ବର୍ତ୍ତମାନ ସେ ଉଦଳା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like