ଧରାପଡ଼ିଲେ ୫ ରାଜଧାନୀ ଲୁଟେରା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଲୁଟ୍ ତରାଜ୍ କମୁନଥିବା ବେଳେ ଅନ୍ୟ ପଟେ ଧରାପଡ଼ିଛନ୍ତି ହାଇୱେ ଲୁଟେରା। ୫ ଜଣ ହାଇେୱେ ଲୁଟେରାଙ୍କୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ୍। ୧୦ ଲକ୍ଷରୁ ଅଧିକ  ଟଙ୍କାର ଗହଣା, ୩ ବାଇକ, ଲାପଟପ୍ ଜବତ ସହ ମାରଣାସ୍ତ୍ର ଜବତ ହୋଇଛି।

ରାଜଧାନୀର ବିଭିନ୍ନ ଅଞ୍ଚଳରେ ଛିନ୍ ତାଇ ଓ ଲୁଟ୍‌ରେ ସାମିଲ ଥିଲେ ଏହି ୫ ଜଣ ଲୁଟେରା। ଏକୁଟିଆ ରାତିରେ ଫେରୁଥିବା ଲୋକେ ଏବଂ ସାମଗ୍ରୀ ନେଇ ଯାଉଥିବା ଲୋକଙ୍କୁ ଟାଗେର୍ଟ କରୁଥିଲେ ଏମାନେ। ବାଇକ୍‌ରେ ଆସି ମାରଣାସ୍ତ୍ର ଦେଖାଇ ବହୁ ଲୋକଙ୍କଠୁ ଲୁଟ୍ କରିବା ଅଭିଯୋଗ ଏହି ଲୁଟେରାମାନଙ୍କ ନାଁରେ ରହିଛି। ସେହିଭଳି ଭିଏସ୍ଏସ୍ ନଗରରେ ବି ଅପରାଧିକ ଗତିବିଧିରେ ଏମାନେ ସାମିଲ ଥିଲେ।

ଆହୁରି ପଢ଼ନ୍ତୁ

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

ଜେଲ୍‌ ଗଲେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

You might also like