ଓଡ଼ିଶା ଗସ୍ତରେ ମଣିପୁର ରାଜ୍ୟପାଳ ନଜ୍‌ମା ହେପ୍‌ତୁଲ୍ଲା

ଭୁବନେଶ୍ୱର: ମଣିପୁର ରାଜ୍ୟପାଳ ନଜ୍‌ମା ହେପ୍‌ତୁଲ୍ଲା ଓଡ଼ିଶା ଗସ୍ତରେ ଆସିଛନ୍ତି । ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ବୁଲି ଦେଖିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ବିଶେଷକରି ଚିଲିକାର ସୌନ୍ଦର୍ଯ୍ୟ ଉପଭୋଗ କରିବା ପାଇଁ ସେ ଚିଲିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗତକାଲି ସେ ଭୁବନେଶ୍ୱର ବିମାନବନ୍ଦରରେ ନିଜ ଝିଅଙ୍କ ସହିତ ଆସି ପହଞ୍ଚିଛନ୍ତି।

You might also like