ଗନ୍ଧମାର୍ଦ୍ଦନ ପାହାଡରେ ମାଓକ୍ୟାମ୍ପ ଠାବ

ବରଗଡ଼: ବରଗଡ଼ ଜିଲ୍ଲା ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡରେ ମାଓକ୍ୟାମ୍ପ ଠାବ ହୋଇଛି। ମାଓବାଦୀଙ୍କ ଏହି କ୍ୟାମ୍ପରୁ ଗୁଳି ସହ ସେମାନଙ୍କ ବ୍ୟବହୃତ ସାମଗ୍ରୀକୁ  ସୁରକ୍ଷାକର୍ମୀ ଜବତ କରିଛନ୍ତି। ଏହି ଅଞ୍ଚଳରେ ବରଗଡ଼ ଓ ବଲାଙ୍ଗିର ଏସଓଜି ମିଳିତ କମ୍ବିଂ କରିବା ବେଳେ ଏକ ମାଓ କ୍ୟାମ୍ପ ଥିବା ସୂଚନା ପାଇଥିଲେ। ସୁରକ୍ଷାକର୍ମୀ ଆସିବା ଦେଖି ମାଓବାଦୀମାନେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ।

କିଛି ସମୟ ଧରି ସୁରକ୍ଷାକର୍ମୀ ଓ ମଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।  ପ୍ରବଳ ବର୍ଷା ଯୋଗୁଁ ମାଓବାଦୀ ମାନେ ଜଙ୍ଗଲ ମଧ୍ୟକୁ ପଳାଇଥିଲେ। ଏହି ଘଟଣାପରେ ସେହି ଅଞ୍ଚଳରେ ସର୍ଚ ଅପରେସନକୁ ଜୋରଦାର କରାଯାଇଛି। ଏହି କ୍ୟାମ୍ପରେ ୧୦ରୁ ୧୫ ଜଣ ମାଓବାଦୀ ଥିବା ସନ୍ଦେହ କରିଛି ପୋଲିସ।

ଆହୁରି ପଢ଼ନ୍ତୁ

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

You might also like