ନାଏବ ସରପଞ୍ଚଙ୍କୁ ଗଳା କାଟି ହତ୍ୟା

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡା ଜିଲ୍ଲାରେ ମାଓବାଦୀମାନେ ବର୍ବରକାଣ୍ଡ ଘଟାଇଛନ୍ତି।

ଗତକାଲି ରାତିରେ ୧୦ରୁ ୧୫ ଜଣ ମାଓବାଦୀ ଛୋଟେଗୁଡ଼ରା ଗାଁର ନାଏବ ସରପଞ୍ଚଙ୍କୁ ଘରୁ ଡାକି ନେଇଥିଲେ। ଏହାପରେ ତାଙ୍କ ଗଳାକାଟି ହତ୍ୟା କରିଥିଲେ। ଆଜି ସକାଳେ ତାଙ୍କ ମୃତଦେହ ପଡ଼ିଥିବା ନେଇ ଗ୍ରାମବାସୀମାନେ ଦେଖିବାକୁ ପାଇଥିଲେ।

ଗାଁରେ ଉପନିର୍ବାଚନ ତାରିଖ ଘୋଷଣା ହେବା ପରେ ମାଓବାଦୀମାନେ ଏଭଳି ବର୍ବର କାଣ୍ଡ ଘଟାଇଛନ୍ତି।  ନିର୍ବାଚନକୁ କେନ୍ଦ୍ର କରି ସେମାନେ ଏହି ହିଂସାକାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like