ଶିବ ମନ୍ଦିର କାନ୍ଥରେ ପୋଷ୍ଟର ଲଗାଇଲେ ମାଓବାଦୀ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁରରେ ଶିବ ମନ୍ଦିର କାନ୍ଥରେ ମାଓବାଦୀମାନେ ୪ଟି ପୋଷ୍ଟର ଲଗାଇଛନ୍ତି। ମାଓ ସଂଗଠନର ବାସଧରା ଘୁମୁସର ନାଗାବଳୀ ଡିଭିଜନ ପକ୍ଷରୁ ଏହି ପୋଷ୍ଟର ଲଗାଯାଇଛି।

ଏଥିରେ ଉଲ୍ଲେଖ ରହିଛି ଯେ, ନିୟମଗିରି ଜନ ଆନ୍ଦୋଳନକୁ ଧ୍ୱଂସ କରି କେନ୍ଦ୍ର ଓ ରାଜ୍ୟ ସରକାର ନିୟମଗିରି ପାହାଡ଼କୁ ବେଦାନ୍ତ ହାତରେ ଟେକି ଦେବାକୁ ଚକ୍ରାନ୍ତ କରୁଛନ୍ତି। ପୁଲିସ ଜନ ଆନ୍ଦୋଳନକୁ ଭଣ୍ଡୁର କରିବା ନିମନ୍ତେ ନିୟମଗିରି ଯୁବକଙ୍କୁ ମୋବାଇଲ୍‌ ଓ କିଛି ଟଙ୍କା ଦେଇ ନିଜର ଇନ୍‌ଫର୍ମର ବନାଉଛି।

 

ଆହୁରି ପଢ଼ନ୍ତୁ

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

You might also like