ମାଓବାଦୀଙ୍କ ଝାଡ଼ଖଣ୍ଡ ବନ୍ଦ ଡାକରା

ଭୁବନେଶ୍ୱର: ଆଜି ସରୁଛି ମାଓବାଦୀଙ୍କ ସହିଦ ସପ୍ତାହ। ସହିଦ ସପ୍ତାହର ଶେଷ ଦିନରେ ଆଜି ଝାଡ଼ଖଣ୍ଡ ବନ୍ଦ ଡାକରା ଦେଇଛନ୍ତି ମାଓବାଦୀ। ମାଓବାଦୀଙ୍କ ଝାଡ଼ଖଣ୍ଡ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଓଡ଼ିଶାର ସୀମାନ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଓଡ଼ିଶା ପୁଲିସ ଏବଂ ସିଆରପିଏଫ ପକ୍ଷରୁ ବିଶ୍ରା, ଚାନ୍ଦିପୋଷ, ଟୋପାଡ଼ିହି, କେ. ବଲାଙ୍ଗ ଅଞ୍ଚଳରେ କମ୍ବିଂ ଅପରେସନ୍‌ ଜୋରଦାର କରାଯାଇଛି। ସେହିଭଳି ରାଉରକେଲାରୁ ଝାଡ଼ଖଣ୍ଡ ଏବଂ ବିହାର ଯାଉଥିବା ୬୦ରୁ ଅଧିକ ବସ୍ ଚଳାଚଳ ବନ୍ଦ ରହିଛି।

ଫଳରେ ଯାତ୍ରୀଙ୍କୁ ହନ୍ତସନ୍ତ ହେବାକୁ ପଡ଼ିଛି। ନିରୀହ ଲୋକଙ୍କୁ ପୁଲିସର ଅତ୍ୟାଚାର ଅଭିଯୋଗରେ ପ୍ରତିବାଦ ସ୍ୱରୂପ ମାଓବାଦୀମାନେ ଗତ ଜୁଲାଇ ୨୮ରୁ ସହିଦ ସପ୍ତାହ ପାଳନ କରି ଆସୁଛନ୍ତି।

 

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like