ଆରମ୍ଭ ହେଲା ମାଟ୍ରିକ୍‌ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହୋଇଛି। ଆଜି ମାତୃଭାଷା ଓଡ଼ିଆ ବିଷୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ସକାଳ ୯ଟା ୩୦ରେ OMR ସିଟ୍ ଓ ୯ଟା ୪୫ରେ ପିଲାଙ୍କୁ ପ୍ରଶ୍ନପତ୍ର ଦିଆଯିବା ପରେ ଠିକ୍ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢେ ୧୨ଟା ଯାଏ ଚାଲିଥିଲା।

ପରୀକ୍ଷାକୁ ନେଇ କେଉଁଠି ପିଲାଙ୍କ ମନରେ ସାମାନ୍ୟ ଭୟ ଥିଲେ ବି ଠିକ୍‌ଠାକ୍‌ ପ୍ରସ୍ତୁତି ହୋଇଥିବାରୁ ପରୀକ୍ଷା ଭଲ ହେବ ବୋଲି ପରୀକ୍ଷାର୍ଥୀ କହିଛନ୍ତି।

ଚଳିତ ବର୍ଷ ସବଜେକ୍‌ଟିଭ୍‌ ପାଇଁ ୪ଟି ଓ ଅବଜେକ୍‌ଟିଭ୍‌ ପାଇଁ ୪ଟି ଲେଖାଏ ସମାନ୍ତରାଳ ସେଟ୍ ପ୍ରଶ୍ନପତ୍ର କରାଯାଇଛି। ଏଥିସହ ପରୀକ୍ଷାର୍ଥୀଙ୍କୁ ଉଭୟ ସବଜେକ୍‌ଟିଭ୍‌ ଓ ଅବଜେକ୍‌ଟିଭ୍‌ରେ ପାସ୍ ଲାଗି ଅତିକମ୍‌ରେ ୧୫ ମାର୍କ ଲେଖାଏ ରଖିବାକୁ ପଡ଼ିବ।

ଆହୁରି ପଢ଼ନ୍ତୁ

‘ପୁରୀ ଆସନି, ଘରେ ରହି କାର୍ତ୍ତିକ ବ୍ରତ କର’

OUAT ପ୍ରଫେସରଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

‘ପୋଲିସ୍‌ ସାର୍‌ ବାଡ଼ିରେ ମୋତେ ପିଟି ପକାଇଲେ’

ଆଶ୍ଚର୍ଯ୍ୟ ! ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

You might also like