ମାଟ୍ରିକ୍ ପରୀକ୍ଷା: ସୁରକ୍ଷାକର୍ମୀଙ୍କ ପହରାରେ ପ୍ରଶ୍ନପତ୍ର

ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ନୋଡାଲ୍ ସେଣ୍ଟରଗୁଡ଼ିକୁ ପରୀକ୍ଷା ପ୍ରଶ୍ନପତ୍ର ପଠାଯାଇଛି। କାଲି ସକାଳେ ନୋଡାଲ୍‌ ସେଣ୍ଟର୍‌ଗୁଡ଼ିକରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ।

ଏଥର ରାଜ୍ୟରେ ମୋଟ୍  ୩୦୪ଟି ନୋଡାଲ୍‌ ସେଣ୍ଟର୍‌ କରାଯାଇଛି। ସେଥିମଧ୍ୟରୁ ୧୯ଟି ସେଣ୍ଟର୍‌ ବିଭିନ୍ନ ଥାନାରେ ହୋଇଛି। ଏହି ନୋଡାଲ୍ ସେଣ୍ଟରଗୁଡ଼ିକ ଦିନରାତି ସୁରକ୍ଷାକର୍ମୀଙ୍କ ପହରାରେ ରହିଛି।

ପୁଲିସ୍ କର୍ମଚାରୀଙ୍କ ସହାୟତାରେ ପ୍ରଶ୍ନପତ୍ରଗୁଡ଼ିକୁ ପରୀକ୍ଷା କେନ୍ଦ୍ରକୁ ନିଆଯିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ନିୟନ୍ତ୍ରକ ନିହାର ରଞ୍ଜନ ମହାନ୍ତି କହିଛନ୍ତି। ସମ୍ବେଦନଶୀଳ ଓ ଅତି ସମ୍ବେଦନଶୀଳ କେନ୍ଦ୍ରରେ ୧୪୪ ଧାରା ଜାରି କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଥିବା ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like