ସେପ୍ଟେମ୍ବର ୧୪ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ସେପ୍ଟେମ୍ବର ୧୪ରୁ ୨୪ ଯାଏ ମାଟ୍ରିକ୍‌ ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ମାଟ୍ରିକ୍ ପାଇଁ ୧୫୩ଟି ଏବଂ ଓପନ ସ୍କୁଲ ପାଇଁ ୮୮ ପରୀକ୍ଷା କେନ୍ଦ୍ର ହୋଇଛି।

ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ପ୍ରତିଦିନ ସାନିଟାଇଜ୍ କରାଯିବ। ଏହାସହ ଭିଡ଼ ଯେପରି ନ ହେବ ସେନେଇ ବ୍ୟବସ୍ଥା ହେବ। କୋଭିଡ୍ ନିୟମ କଡ଼ାକଡ଼ି ପାଳନ କରାଯାଇ ପରୀକ୍ଷା ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

ଚଳିତ ବର୍ଷ ୨୨, ୬୪୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ସେହିପରି ଓପନ ସ୍କୁଲର ୧୨,୯୩୯ ଜଣ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ।

ପଢ଼ନ୍ତୁ: ପ୍ରକାଶ ପାଇଲା ମାଟ୍ରିକ୍‌ ରେଜଲ୍ଟ, ପାସ୍‌ ହାର ୭୮.୭୬%

ଆହୁରି ପଢ଼ନ୍ତୁ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

You might also like