ମୟୂରଭଞ୍ଜରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ୩ ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାର। ଏହା ସହିତ ମୟୂରଭଞ୍ଜ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। 

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୨୨ ଜଣ ଚିକିତ୍ସାଧୀନ ଥିବାବେଳେ ୬୩ ଜଣ ସୁସ୍ଥ ହୋଇଛନ୍ତି। ତେବେ ୨ଜଣଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଆଖି ବୁଜିଲେ ୧୬ କରୋନା ଆକ୍ରାନ୍ତ

Corona Update In Odisha: ଆଜି ବି ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ତଳେ

କରୋନା ପାଇଁ କ୍ରିକେଟର ସାଜିଲେ କୁଲି

ଟ୍ରେନ୍ ଇଞ୍ଜିନ୍ ଲାଇନଚ୍ୟୁତ

ବୃଦ୍ଧ ଦମ୍ପତିଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ

ବର୍ଷା ହେଲେ ବସ୍ତିରେ ଚିନ୍ତା, ବାରମ୍ବାର ପ୍ରତିଶ୍ରୁତି ପରେ ବି କରାଯାଉନି ଥଇଥାନ

ଦୁର୍ଘଟଣା ଯୋଗୁଁ ଓଜେଇଇରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ହେବ ସ୍ୱତନ୍ତ୍ର ପରୀକ୍ଷା

ବଗଲା ଧର୍ମଶାଳା ଜମିକୁ ନେଇ ଗୋଟିକ ପରେ ଗୋଟିଏ ବିଭ୍ରାନ୍ତି

ମନ୍ତ୍ରୀଙ୍କ ଦାୟିତ୍ୱହୀନତା: ଜୀବିତ ସମୀର ଦେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରତାପ ଜେନା

ଗଣମାଧ୍ୟମ ପ୍ରତିନିଧିଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କଲା ଏନ୍‌ୟୁଜେ

ସୁସ୍ଥ ହେଲେ ୨୭୩୮ କରୋନା ଆକ୍ରାନ୍ତ

ନଭେମ୍ବର ୫ରୁ +୨ ଅପ୍‌ସନାଲ ପରୀକ୍ଷା

You might also like