ମଣ୍ଡିରେ ପଡ଼ିଛି, ବର୍ଷାରେ ଭିଜୁଛି ଧାନ

ମଣ୍ଡିରେ ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର ବହୁ ମଣ୍ଡିରେ ଧାନ ପଡି ପଡି ଗଜା ହେବାକୁ ବସିଲାଣି। ହେଲେ ମିଲରଙ୍କ ଦେଖା ନାହିଁ। ଚଳିତ ବର୍ଷ ବାସୁଦେବପୁର ବ୍ଲକର ୨୨ଟି ସେବା ସମବାୟ ସମିତି ଜରିଆରେ ୧୨ ହଜାର ୬୦୦ ଚାଷୀ ଧାନ ବିକିବା ପାଇଁ ପଞ୍ଜୀକରଣ କରିଥିଲେ।

ସରକାରଙ୍କ ପକ୍ଷରୁ ୭ ଲକ୍ଷ ୧ ହଜାର ୬୬୭ କ୍ୱିଣ୍ଟାଲ ଧାନ କିଣିବା ପାଇଁ ଯୋଜନା କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ପାଖାପାଖି ୩ ଲକ୍ଷ ୪୬ ହଜାର ୭୭୭ କ୍ୱିଣ୍ଟାଲ ଧାନ କିଣା ଯାଇଛି। ଆଉ ବଳକା ଧାନ ଏବେ ଚାଷୀ ସମିତିରେ ଗଦା କରି ରଖିଛି। କିନ୍ତୁ ମିଲର ନେଉନଥିବାରୁ ଧାନ ବିକ୍ରି ହୋଇନପାରି ମଣ୍ଡିରେ ବର୍ଷାରେ ଭିଜୁଛି।

ଆହୁରି ପଢ଼ନ୍ତୁ

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

You might also like