ପୁଲିସ୍‌ ହେବ ତ ଏମିତି; ଭୋକିଲା ଛୁଆଙ୍କ ମୁହଁରେ ଆହାର ଦେଲେ ସ୍ମୃତିପ୍ରଭା

କେନ୍ଦୁଝର: ପୁଲିସ୍‌ ହେବ ତ ଏମିତି। ୪ଜଣ ଶିଶୁ ଖାଦ୍ୟ ନ ପାଇ ଭୋକ ଉପାସରେ ରହିଥିବା ଜାଣି ମାନବିକତା ଦେଖାଇଲେ ଥାନା ଅଧିକାରୀ। କେନ୍ଦୁଝର ଜିଲ୍ଲାରେ ଏହି ଘଟଣା ଘଟିଛି।

କୁସୁମିତା ଗାଁର ଗୋଟିଏ ପରିବାରର ୪ ଜଣ ଶିଶୁ ଖାଦ୍ୟ ନ ପାଇ ଭୋକ ଉପାସରେ ଥିବା କେନ୍ଦୁଝର ସଦର ଥାନା ଅଧିକାରୀ ସ୍ମୃତିପ୍ରଭା ପ୍ରଧାନ ଜାଣିବାକୁ ପାଇଥିଲେ। ଏହା ଜାଣିବା ପରେ ତତ୍‌କ୍ଷଣାତ ଗାଁରେ ପହଞ୍ଚି ପିଲାଙ୍କୁ ବିସ୍କୁଟ୍ ସହ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀ ଦେଇଥିଲେ। ଯାହାର ଭିଡିଓ ଏବେ ସୋଶାଲ୍‌ ମିଡିଆରେ ଭାଇରାଲ୍ ହୋଇଛି।

ଏହି ଖବର ଜଣାପଡ଼ିବା ଯାହା ପରେ ବିଭିନ୍ନ ମହଳରୁ ସ୍ମୃତିପ୍ରଭାଙ୍କ ନିକଟକୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି।

 

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like