କମିଶନ୍‌ରେଟ୍‌ ପୁଲିସ୍‌ର ମହାଶିବରାତ୍ରୀ ପ୍ରସ୍ତୁତି ବୈଠକ

ଆଇନ ଶୃଙ୍ଖଳା, ଟ୍ରାଫିକ୍ ନିୟନ୍ତ୍ରଣ ଉପରେ ଦିଆଯାଇଛି ବିଶେଷ ଧ୍ୟାନ

ଭୁବନେଶ୍ୱର : ଆସନ୍ତା ୪ ତାରିଖ ସୋମବାର ଦିନ ମହାଶିବରାତ୍ରୀ। ଏଥିପାଇଁ ଏକାମ୍ର କ୍ଷେତ୍ର ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି କମିଶନ୍‌ରେଟ୍‌ ପୁଲିସ୍‌ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।

ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରୀକୁ ସୁରୁଖୁରୁରେ ସମାପ୍ତ କରିବା ପାଇଁ କମିଶନ୍‌ରେଟ୍‌ ପୁଲିସ୍‌ ସମସ୍ତ ବ୍ୟବସ୍ଥା କରିଛି। ଆଇନ ଶୃଙ୍ଖଳା, ଟ୍ରାଫିକ୍ ନିୟନ୍ତ୍ରଣ ଉପରେ ବିଶେଷ ଧ୍ୟାନ ଦିଆଯାଇଛି। ପୁଲିସ୍‌ କମିଶନର ସତ୍ୟଜିତ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା।

ବୈଠକରେ ଡିସିପି ଅନୁପ କୁମାର ସାହୁ, ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନା, ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ, ଟ୍ରଷ୍ଟ ବୋର୍ଡ ସଭ୍ୟ ଏବଂ ବିଭିନ୍ନ ସେବାୟତ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like