୧୫ ଡିଗ୍ରୀ ତଳେ ୧୧ ସହରର ତାପମାତ୍ରା, ୧୦ ଡିଗ୍ରୀ ତଳେ ସୋନପୁର

ଭୁବନେଶ୍ୱର: ଶୀତରେ ଥରୁଛି ସାରା ରାଜ୍ୟ। ଖସୁଛି ପାରଦ, ବଢୁଛି ଥଣ୍ଡା। ଆଜି ୧୫ ଡିଗ୍ରୀ ତଳେ ରାଜ୍ୟର ୧୧ଟି ସହରର ତାପମାତ୍ରା।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୯.୬ ଡିଗ୍ରୀ ସହ ସୋନପୁର ସବୁଠୁ ଥଣ୍ଡା ସହର ହୋଇଥିବା ବେଳେ ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ରହିଛି।

ସେହିପରି ଅନୁଗୁଳରେ ୧୧ ଡିଗ୍ରୀ, କୋରାପୁଟରେ ୧୧.୬ ଡିଗ୍ରୀ, ଭବାନୀପାଟଣାରେ ୧୨.୨ ଡିଗ୍ରୀ, ଝାରସୁଗୁଡ଼ାରେ ୧୩ ଡିଗ୍ରୀ, କେନ୍ଦୁଝରରେ ୧୩.୮ ଡିଗ୍ରୀ ଓ ବାରିପଦାରେ ୧୪.୨ ଡିଗ୍ରୀ ରହିଛି।

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like