ଉତ୍ତର ଓଡ଼ିଶା ପାଇଁ ସତର୍କ ସୂଚନା

ଭୁବନେଶ୍ୱର: ଉତ୍ତର ଓଡ଼ିଶା ପାଇଁ ସତର୍କ ସୂଚନା । ୪ଟି ଜିଲ୍ଲାରେ ଆଜି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ଦିନ ୧୧ଟା ୪୫ ପର୍ଯ୍ୟନ୍ତ ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ।

You might also like