କ୍ୱାରେଣ୍ଟିନ୍ ସେଣ୍ଟର ବାହାରୁ ପ୍ରବାସୀଙ୍କ ମୃତଦେହ ଉଦ୍ଧାର
ନରସିଂହପୁର: କ୍ୱାରେଣ୍ଟିନ୍ ସେଣ୍ଟର ବାହାରୁ ପ୍ରବାସୀଙ୍କ ମୃତଦେହ ଉଦ୍ଧାର। କଟକ ଜିଲ୍ଲା ବଡମ୍ବା ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁର ନୋଡାଲ ହାଇସ୍କୁଲ୍ରେ ହୋଇଥିବା କ୍ୱାରେଣ୍ଟିନ୍ ସେଣ୍ଟର ବାହାରୁ ଜଣେ ପ୍ରବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ କୃଷ୍ଣଚନ୍ଦ୍ରପୁର ଗାଁର। ଆଜି ଭୋର ସମୟରେ ସମ୍ପୃକ୍ତ ପ୍ରବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତ ମେ’ ୨୬ରେ ସେ ମୁମ୍ବାଇରୁ ଫେରି କ୍ୱାରେଣ୍ଟିନ୍ ସେଣ୍ଟରରେ ଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। […]
ନରସିଂହପୁର: କ୍ୱାରେଣ୍ଟିନ୍ ସେଣ୍ଟର ବାହାରୁ ପ୍ରବାସୀଙ୍କ ମୃତଦେହ ଉଦ୍ଧାର। କଟକ ଜିଲ୍ଲା ବଡମ୍ବା ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁର ନୋଡାଲ ହାଇସ୍କୁଲ୍ରେ ହୋଇଥିବା କ୍ୱାରେଣ୍ଟିନ୍ ସେଣ୍ଟର ବାହାରୁ ଜଣେ ପ୍ରବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ କୃଷ୍ଣଚନ୍ଦ୍ରପୁର ଗାଁର।
ଆଜି ଭୋର ସମୟରେ ସମ୍ପୃକ୍ତ ପ୍ରବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି।
ଗତ ମେ’ ୨୬ରେ ସେ ମୁମ୍ବାଇରୁ ଫେରି କ୍ୱାରେଣ୍ଟିନ୍ ସେଣ୍ଟରରେ ଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।