ରାଜ୍ୟ ଫେରନ୍ତାଙ୍କୁ ମିଳିବ ରାସନ

ଭୁବନେଶ୍ୱର: ବାହାର ରାଜ୍ୟରୁ ଫେରୁଥିବା ଶ୍ରମିକଙ୍କୁ ମିଳିବ ରାସନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଯୋଗେ ବୈଠକ କରି କରୋନା ମୁକାବିଲା ନେଇ ନିଯୁକ୍ତ ଜିଲ୍ଲା ପର୍ଯ୍ୟବେକ୍ଷକମାନଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ଫେରୁଥିବା ସବୁ ଯୋଗ୍ୟ ଶ୍ରମିକ, ରାସନ କାର୍ଡ ଥାଉ ବା ନଥାଉ ସମସ୍ତଙ୍କୁ ଯେପରି ରାସନ ସାମଗ୍ରୀ ମିଳିବ, ଶ୍ରମିକମାନେ ଯେମିତି ଅସୁବିଧା ନଭୋଗନ୍ତି ତା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

୮ରୁ ୧୦ ଦିନକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରମିକଙ୍କୁ କାମ ଯୋଗାଇବା ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମନରେଗାରେ ଦୈନିକ ୫ ଲକ୍ଷ ଲୋକ ମାନବ ଦିବସକୁ ୧୦ଲକ୍ଷକୁ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ନମୁନା ପରୀକ୍ଷଣ ଦୈନିକ ୧୫ ହଜାରକୁ ବୃଦ୍ଧି କରିବାକୁ ମଧ୍ୟ ନବୀନ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like