ହଜାର ହଜାର ପ୍ରବାସୀ ଶ୍ରମିକଙ୍କ ଉତ୍ପାତ: ପୋଲିସ୍‌ ଉପରକୁ ପଥର ଫୋପାଡ଼ିଲେ, ଘରକୁ ଧାଇଁଲେ

ସୁରତ: ସୁରତ ଜିଲ୍ଲାର କଡୋଦରା ଅଞ୍ଚଳରେ ପ୍ରବାସୀ ଶ୍ରମିକଙ୍କ ଉତ୍ପାତ। ତୁରନ୍ତ ବ୍ୟବସ୍ଥା କରି ଆମକୁ ଆମ ରାଜ୍ୟ ପଠାଯାଉ ବୋଲି ଦାବି କରି ରାସ୍ତା ଉପରେ ହଙ୍ଗାମା କରିଛନ୍ତି ଶ୍ରମିକମାନେ। ୟୁପି, ବିହାର ଓ ଓଡ଼ିଶାର ହଜାର ହଜାର ଶ୍ରମିକ କଡୋଦରା ବରେଲିରେ ଜମା ହୋଇ ନିଜ ରାଜ୍ୟକୁ ଫେରାଇ ଦେବାକୁ ଦାବି କରିଛନ୍ତି।

ଏମିତିକି ଘଟଣାସ୍ଥଳରେ ଥିବା ପୋଲିସ ଉପରେ କିଛି ଶ୍ରମିକ ପଥର ମାଡ କରିଥିବା ମଧ୍ୟ କରିଥିବା ଜଣାପଡିଛି। ପରିସ୍ଥିତିକୁ ଆଖି ଆଗରେ ରଖି ଆଖପାଖ ଅଞ୍ଚଳର ପୋଲିସ କର୍ମଚାରୀ ପହଞ୍ଚି ଟିୟର ଗ୍ୟାସ୍ ଓ ଲାଠି ଚାର୍ଜ କରି ସ୍ଥିତି ସମ୍ଭାଳିବାକୁ ଉଦ୍ୟମ ଜାରି ରଖିଛନ୍ତି।

 

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like