କ୍ୱାରେଣ୍ଟିନ୍‌ ସେଣ୍ଟର ବାହାରେ ବୁଲୁଥିଲେ, ପୁଣି ଧରା ହୋଇ ଭିତରକୁ ଗଲେ

ଭଦ୍ରକ: କ୍ୱାରେଣ୍ଟିନ୍‌ ସେଣ୍ଟର ବାହାରେ ବୁଲୁଥିଲେ, ପୁଣି ଧରା ହୋଇ ଭିତରକୁ ଗଲେ। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ସ୍ଥିତ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମ୍ମୁଖରେ।

ଶ୍ରମିକମାନେ କ୍ୱାରେଣ୍ଟିନ ସେଣ୍ଟର ବାହାରେ ବୁଲୁଥିବା ଦେଖି ସ୍ଥାନୀୟ ଲୋକମାନେ ପୁଲିସ୍‌କୁ ଖବର ଦେଇଥିଲେ। ଏହାପରେ ସେମାନଙ୍କୁ ପୁଣି ଥରେ କ୍ୱାରେଣ୍ଟିନ୍‌ ସେଣ୍ଟରରେ ରଖାଯାଇଥିଲା।

ଦୀର୍ଘଦିନ ଧରି ଏହି ଶ୍ରମିକମାନଙ୍କୁ କ୍ୱାରେଣ୍ଟିନ୍‌ ସେଣ୍ଟରରେ ରଖାଯାଇଥିଲେ ମଧ୍ୟ ସେମାନଙ୍କ ସ୍ୱାବ ଟେଷ୍ଟ କରାଯାଉ ନାହିଁ କି ଘରକୁ ଛଡାଯାଉ ନାହିଁ ବୋଲି ସେମାନେ ଅଭିଯୋଗ କରିଛନ୍ତି। ଏପରିକି ଖାଇବାକୁ ମଧ୍ୟ ଦିଆଯାଉ ନଥିବା ସେମାନେ ଅଭିଯୋଗ ଆଣିଛନ୍ତି। ଏହି ଶ୍ରମିକ ମାନଙ୍କ ମଧ୍ୟରେ ଅଧିକାଂଶ ବିହାର, ପଶ୍ଚିମବଙ୍ଗ ଓ ଉତ୍ତରପ୍ରଦେଶର ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like