• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭଦ୍ରକ: କ୍ୱାରେଣ୍ଟିନ୍‌ ସେଣ୍ଟର ବାହାରେ ବୁଲୁଥିଲେ, ପୁଣି ଧରା ହୋଇ ଭିତରକୁ ଗଲେ। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ସ୍ଥିତ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମ୍ମୁଖରେ।

ଶ୍ରମିକମାନେ କ୍ୱାରେଣ୍ଟିନ ସେଣ୍ଟର ବାହାରେ ବୁଲୁଥିବା ଦେଖି ସ୍ଥାନୀୟ ଲୋକମାନେ ପୁଲିସ୍‌କୁ ଖବର ଦେଇଥିଲେ। ଏହାପରେ ସେମାନଙ୍କୁ ପୁଣି ଥରେ କ୍ୱାରେଣ୍ଟିନ୍‌ ସେଣ୍ଟରରେ ରଖାଯାଇଥିଲା।

ଦୀର୍ଘଦିନ ଧରି ଏହି ଶ୍ରମିକମାନଙ୍କୁ କ୍ୱାରେଣ୍ଟିନ୍‌ ସେଣ୍ଟରରେ ରଖାଯାଇଥିଲେ ମଧ୍ୟ ସେମାନଙ୍କ ସ୍ୱାବ ଟେଷ୍ଟ କରାଯାଉ ନାହିଁ କି ଘରକୁ ଛଡାଯାଉ ନାହିଁ ବୋଲି ସେମାନେ ଅଭିଯୋଗ କରିଛନ୍ତି। ଏପରିକି ଖାଇବାକୁ ମଧ୍ୟ ଦିଆଯାଉ ନଥିବା ସେମାନେ ଅଭିଯୋଗ ଆଣିଛନ୍ତି। ଏହି ଶ୍ରମିକ ମାନଙ୍କ ମଧ୍ୟରେ ଅଧିକାଂଶ ବିହାର, ପଶ୍ଚିମବଙ୍ଗ ଓ ଉତ୍ତରପ୍ରଦେଶର ବୋଲି ସୂଚନା ମିଳିଛି।

https://youtu.be/R1Al_v5xZ2Y

Migrants-spotted-loitering-outside-quarantine-centre-in-bhadrak
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories