କାମ ନ ମିଳିଲେ ଘରକୁ ପଳାଇବାର ଚେତାବନୀ ଦେଲେ ପ୍ରବାସୀ ଶ୍ରମିକ

ପାରାଦୀପ: କାମ ଦିଅ ନଚେତ୍  ଘରକୁ ପଠାଇବାର ବ୍ୟବସ୍ଥା କର। ଲକଡାଉନ ଘୋଷଣା ପରଠୁ ପାରାଦୀପରେ ଫସି ରହିଥିବା ବାହାର ରାଜ୍ୟର ଶ୍ରମିକ ମାନେ ଏଭଳି ଦାବି କରିଛନ୍ତି। ଏମାନଙ୍କ ମଧ୍ୟରୁ ଗତକାଲି ବିଳମ୍ବିତ ରାତ୍ରିରେ ଟିଟିଲାଗଡର 19 ଜଣ ଶ୍ରମିକ ପାଦରେ ଚାଲି ଚାଲି ପାରାଦୀପରୁ ପଳାଇଥିବା ଅଭିଯୋଗ ହୋଇଛି। ଅବଶିଷ୍ଟ 68 ଶ୍ରମିକ କୋଷ୍ଟଗାର୍ଡ ଆବାସିକ କଲୋନୀ ଫାଟକ ସମ୍ମୁଖରେ ଏକତ୍ରିତ ହୋଇଛନ୍ତି।

କଲୋନୀ ଭିତରେ ନିର୍ମାଣାଧିନ କୋଠାରେ ଶ୍ରମିକ ଭାବେ କାମ କରିବାକୁ ସେମାନେ ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ଉତ୍ତର ପ୍ରଦେଶ, ଟିଟିଲାଗଡ, ବାଲେଶ୍ୱର ଅଞ୍ଚଳରୁ ଆସିଥିଲେ। ତିନି ଦିନ ତଳେ 5ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ପାରାଦୀପ ଗସ୍ତ ସମୟରେ ଏହି ଶ୍ରମିକମାନଙ୍କୁ ଭେଟିଥିଲେ। ସେତେବେଳେ ଶ୍ରମିକମାନେ ଉପରୋକ୍ତ ଦାବି ମଧ୍ୟ ଜଣାଇଥିଲେ।

ପାରାଦୀପ ପ୍ରଶାସନ ତତ୍ପରତା ପ୍ରକାଶ କରି ସମସ୍ୟା ସମାଧାନ ପାଇଁ ଉଦ୍ୟମ କରିଛି। କାଲିଠାରୁ ଶ୍ରମିକଙ୍କ ହାତକୁ କାମ ମିଳିବ ବୋଲି କହିଛି ପାରାଦୀପ ପୌର ପରିଷଦ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like