କରୋନାର ମୁକାବିଲା ପାଇଁ ସିଭିଲ୍ ସୋସାଇଟି ନେତୃତ୍ୱଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା

ଭୁବନେଶ୍ୱର: ଓଡ଼ିଶା ପ୍ରମୁଖ ସିଭିଲ୍ ସୋସାଇଟି ନେତୃତ୍ୱଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କରୋନା ସମୟରେ ରାଜ୍ୟର ପରିସ୍ଥିତି ଏହାର ତ୍ୱରିତ୍ୱ ମୁକାବିଲା ପାଇଁ ଭିଡିଓ କନଫରେନ୍ସିଂ ଯୋଗେ ବିସ୍ତୃତ ଆଲୋଚନା କରିଛନ୍ତି ଧର୍ମେନ୍ଦ୍ର।

କିପରି ପ୍ରବାସୀ ଓଡ଼ିଆଙ୍କ ପାଇଁ ରାଜ୍ୟ ଭିତରେ ସ୍ଥାୟୀ କର୍ମ ନିୟୁକ୍ତି କରି ଓଡ଼ିଶାର ଅର୍ଥନୀତି ସୁଦୃଢ କରିବା ତାସହ ପ୍ରବାସୀ ଓଡ଼ିଆଙ୍କ ଫେରିବା, ଜୀବିକା, ମନରେଗା ନିୟମରେ ସୁଧାର, ଚାଷ ସମସ୍ୟା, କୃଷି ଉତ୍ସାଦର ବିପଣନ, ଜଙ୍ଗଲଜାତ ଦ୍ରବ୍ୟ ବିପଣନ ଆଦି ସମସ୍ୟା ଉପରେ ଆଲୋକପାତ କରିଥିଲେ।

ଏହି କନଫରେନ୍ସଂରେ ସମାଜସେବୀ ଜଦତାନନ୍ଦ ସଂଯୋଜନା କରିଥିବାବେଳେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ, ଭଗବାନ ପ୍ରକାଶ, ଜଗଦିଶ ପ୍ରଧାନ, ଉମି ଡାନିଏଲ୍, ମାନସ ମିଶ୍ର, କୈଳାଶ ଦଣ୍ଡପାଟ, ଅମୀୟ ବିଶ୍ୱାଳ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like