ମନ୍ତ୍ରୀ ସମୀର ଦାଶ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର: ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।ଉଭୟଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ଟ୍ୱିଟ୍ କରି ମନ୍ତ୍ରୀ ନିଜେ ଏହି ସୂଚନା ଦେଇଛନ୍ତି।

‘ଆମେ ସୁସ୍ଥ ଅଛୁ ଓ ଗତ ୭ଦିନ ମଧ୍ୟରେ ଆମ୍ଭମାନଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ କରୋନ ଟେଷ୍ଟ କରାନ୍ତୁ’ ବୋଲି ମନ୍ତ୍ରୀ କହିଛନ୍ତି।

You might also like