କୃଷକଙ୍କ ସମସ୍ୟାର ସମାଧାନ ପାଇଁ ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର : କୃଷକଙ୍କ ସମସ୍ୟାର ସମାଧାନ ପାଇଁ ମନ୍ତ୍ରିସ୍ତରୀୟ ବୈଠକ। ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଏହି ବୈଠକ ଚାଲିଛି। ସମବାୟ ମନ୍ତ୍ରୀ ଓ କୃଷିମନ୍ତ୍ରୀଙ୍କ ସମେତ ବିଭାଗୀୟ ଅଧତ୍କାରୀ ଏଥିରେ ଯୋଗଦେଇଛନ୍ତି। ଚାଷୀଙ୍କ ଦାବି ପ୍ରାଇସ୍, ପ୍ରେଷ୍ଟିଜ୍ ଓ ପେନସନ୍ ସମ୍ପର୍କରେ ଅାଲୋଚନା କରାଯାଉଛି।

ନିକଟରେ ପ୍ରାଇସ୍, ପ୍ରେଷ୍ଟିଜ୍ ଓ ପେନସନ୍ ଦାବିରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅାନ୍ଦୋଳନ କରାଯାଇଥିଲା। କୃଷକଙ୍କ ସମସ୍ୟାର ସମାଧାନ ପାଇଁ ପାଇଁ ତିନିଜଣିଅା ମନ୍ତ୍ରିସ୍ତରୀୟ କମିଟି ଗଠନ ହୋଇଥିଲା।

 

You might also like