ଋଷିକୂଲ୍ୟା ନଦୀରେ ଭାସିଗଲେ ନାବାଳିକା

ବ୍ରହ୍ମପୁର: ଖୁଦୁରୁକୁଣି ପୂଜା ପାଇଁ ନଦୀକୁ ପାଣି ଆଣିବାକୁ ଯାଇ ତିନି ଜଣ ନାବାଳିକା ବୁଡ଼ି ଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି। ତେବେ ଆଉ ଜଣେ ନିଖୋଜ ଅଛନ୍ତି। ନିଖୋଜ ନାବାଳିକାଙ୍କ ନାଁ ସିଲି ବେହେରା।

ଗଞ୍ଜାମ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ କାଞ୍ଜିଆମା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

ସୂଚନା ଅନୁସାରେ, ୩ ଜଣ ନାବାଳିକା ଆଜି ଖୁଦୁରୁକୁଣି ପୂଜା ପାଇଁ କାଞ୍ଜିଆମା ଗାଁ ନିକଟ ଋଷିକୂଲ୍ୟା ନଦୀକୁ ପାଣି ଆଣିବାକୁ ଯାଇଥିଲେ। ତେବେ ପାଦ ଖସି ଯିବାରୁ ସେମାନେ ବୁଡ଼ି ଯାଇଥିଲେ।

ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଉଦ୍ଧାର କରାଯାଥିବା ବେଳେ ଅନ୍ୟ ଜଣେ ନାବାଳିକାଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଛି।

ଆହୁରି ପଢ଼ନ୍ତୁ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଦିନକରେ ୧୧୦ ପଜିଟିଭ ଚିହ୍ନଟ

ତିର୍ତ୍ତୋଲ ପାଇଁ ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

You might also like