ଓଟିଭି ଓବି ଭ୍ୟାନ୍ ଉପରେ ଆକ୍ରମଣ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଜୟପୁରରେ ଓଟିଭି ଓବି ଭ୍ୟାନ୍ ଉପରେ ଆକ୍ରମଣ ହୋଇଛି। ଖବର ସଂଗ୍ରହ କରି ଫୁଲବାଣୀରୁ ଜୟପୁର ଫେରୁଥିବା ବେଳେ କୋରାପୁଟ ସଦର ଥାନା ଅନ୍ତର୍ଗତ ବାଗରା ଛକ ନିକଟରେ ଓଟିଭି ଭ୍ୟାନ୍‌ ଉପରେ ଏହି ଆକ୍ରମଣ ହୋଇଛି।

ଜଣେ ଦୁର୍ବୃତ୍ତ ଭ୍ୟାନ୍‌ର ଡ୍ରାଇଭର ଓ ଇଞ୍ଜିନିୟରଙ୍କୁ ମାରପିଟ୍ କରିବା ସହ ଗାଡ଼ି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ଏଥିସହ ଯୁବକ ଜଣକ ଗାଳିଗୁଲଜ ମଧ୍ୟ କରିଥିବା ନେଇ ସଦର ଥାନାରେ ଅଭିଯୋଗ ପରେ ମାମଲା ରୁଜୁ ହୋଇଛି।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଆଖି ବୁଜିଲେ ୧୬ କରୋନା ଆକ୍ରାନ୍ତ

Corona Update In Odisha: ଆଜି ବି ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ତଳେ

କରୋନା ପାଇଁ କ୍ରିକେଟର ସାଜିଲେ କୁଲି

ଟ୍ରେନ୍ ଇଞ୍ଜିନ୍ ଲାଇନଚ୍ୟୁତ

ବୃଦ୍ଧ ଦମ୍ପତିଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ

ବର୍ଷା ହେଲେ ବସ୍ତିରେ ଚିନ୍ତା, ବାରମ୍ବାର ପ୍ରତିଶ୍ରୁତି ପରେ ବି କରାଯାଉନି ଥଇଥାନ

ଦୁର୍ଘଟଣା ଯୋଗୁଁ ଓଜେଇଇରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ହେବ ସ୍ୱତନ୍ତ୍ର ପରୀକ୍ଷା

ବଗଲା ଧର୍ମଶାଳା ଜମିକୁ ନେଇ ଗୋଟିକ ପରେ ଗୋଟିଏ ବିଭ୍ରାନ୍ତି

ମନ୍ତ୍ରୀଙ୍କ ଦାୟିତ୍ୱହୀନତା: ଜୀବିତ ସମୀର ଦେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରତାପ ଜେନା

ଗଣମାଧ୍ୟମ ପ୍ରତିନିଧିଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କଲା ଏନ୍‌ୟୁଜେ

ସୁସ୍ଥ ହେଲେ ୨୭୩୮ କରୋନା ଆକ୍ରାନ୍ତ

ନଭେମ୍ବର ୫ରୁ +୨ ଅପ୍‌ସନାଲ ପରୀକ୍ଷା

You might also like