ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଛୁରାମାଡ଼

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗାଁରେ ବ୍ୟକ୍ତିଗତ ଶତ୍ରୁତାରୁ ଜଣଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଆହତ ବ୍ୟକ୍ତି ଜଣଙ୍କ ହେଲେ ରାଜକିଶୋର ମାହାଳି। ଗତକାଲି ରାତିରେ ଏହି ଘଟଣା ଘଟିଛି। କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ତାଙ୍କ ତଣ୍ଟି ଓ ପେଟରେ ଆଘାତ ଲାଗିଛି।

ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ପରେ ଗରଜଙ୍ଗା ସତସଙ୍ଗ ବିହାର ନିକଟ ରାସ୍ତାରେ ଫିଙ୍ଗି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like