• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗାଁରେ ବ୍ୟକ୍ତିଗତ ଶତ୍ରୁତାରୁ ଜଣଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଆହତ ବ୍ୟକ୍ତି ଜଣଙ୍କ ହେଲେ ରାଜକିଶୋର ମାହାଳି। ଗତକାଲି ରାତିରେ ଏହି ଘଟଣା ଘଟିଛି। କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ତାଙ୍କ ତଣ୍ଟି ଓ ପେଟରେ ଆଘାତ ଲାଗିଛି।

ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ପରେ ଗରଜଙ୍ଗା ସତସଙ୍ଗ ବିହାର ନିକଟ ରାସ୍ତାରେ ଫିଙ୍ଗି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି।

Miscreants-attack-youth-at-kendrapara
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories