ଏଟିଏମ୍‌ ତାଡ଼ି ନେଲେ ଦୁର୍ବୃତ୍ତ

ଯାଜପୁର(ଗୁଲାମ ଗସ୍): ଏଟିଏମ୍‌କୁ ତାଡ଼ି ନେଇ ଗଲେ ଦୁର୍ବୃତ୍ତ। ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଅଞ୍ଚଳରେ ଏହି ଘଟଣା ଏବେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଚଣ୍ଡିଖୋଲ ନିକଟସ୍ଥ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଏଟିଏମ୍‌କୁ  ଦୁର୍ବୃତ୍ତ ତାଡ଼ି ନେଇଛନ୍ତି।

ଆଜି ସକାଳେ ଏଟିଏମ୍ ମେସିନ୍ ନଥିବା ଲୋକେ ଦେଖିବାକୁ ପାଇଥିଲେ। ଏହାପରେ ପୁଲିସ୍‌କୁ ଖବର ଦିଆଯାଇଥିଲା।

ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ତେବେ ଏଟିଏମ୍‌ରେ କେତେ ଟଙ୍କା ଥିଲା, ତାହା ସ୍ପଷ୍ଟ ହୋଇନିା

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like