ପୁରୀ: ଦାଦାବଟି ଆଦାୟକୁ ନେଇ ପୁରୀ ସହରରେ ବୋମାମାଡ଼ ହୋଇଥିବା ସୂଚନା ମିଳିଛି।
ଦାଦାବଟି ନଦେବାରୁ ଗୁଣ୍ଡିଚା ମନ୍ଦିର ପାଖରେ ଏକ ଦୋକାନ ଉପରେ ଦୁର୍ବୃତ୍ତମାନେ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି।
ଘଟଣା ସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପୁରୀ: ଦାଦାବଟି ଆଦାୟକୁ ନେଇ ପୁରୀ ସହରରେ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଦାଦାବଟି ନଦେବାରୁ ଗୁଣ୍ଡିଚା ମନ୍ଦିର ପାଖରେ ଏକ ଦୋକାନ ଉପରେ ଦୁର୍ବୃତ୍ତମାନେ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ଘଟଣା ସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
vlcsnap-error844