• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ଗୁରୁଜଙ୍ଗର ୧୮ ନମ୍ବର ୱାର୍ଡରେ ଦୁର୍ବୃତ୍ତ ବୋମା ମାଡ଼ କରିଛନ୍ତି। ଗତକାଲି ରାତିରେ ସ୍ଥାନୀୟ ବାସିନ୍ଦା ପ୍ରକାଶ ରାଉତରାୟଙ୍କ ଘର ଉପରକୁ ୩ଟି ବୋମା ମାଡ଼ କରାଯାଇଛି। ପୂର୍ବରୁ ମଧ୍ୟ ତାଙ୍କ ବାଜପୁର ଘର ଓ ପାହାଡ଼ରେ ଥିବା ପ୍ରୋକିନ ମେସିନ ଉପରେ ବୋମା ମାଡ଼ ହୋଇଥିବା ସୂଚନା ଦେଇଛନ୍ତି ପ୍ରକାଶ। ଏନେଇ ସେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି।

ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼ ହୋଇଥିବା ସନ୍ଦେହ କରାଯାଉଛି।

https://youtu.be/1lJVht_bQAM

Miscreants-hurl-bombs-at-gurujang-in-khurda1223
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories