ମନ୍ଦିର ଛପର କଣା କରି ଅଳଙ୍କାର ଲୁଟ୍‌

କେନ୍ଦ୍ରାପଡ଼ା: ମନ୍ଦିର ଛପର କଣା କରି ଠାକୁରଙ୍କ ଅଳଙ୍କାର ଲୁଟ୍‌। କେନ୍ଦ୍ରାପଡ଼ା ଜିଲ୍ଲା ଜମ୍ବୁ ସାମୁଦ୍ରିକ ଥାନାର ସରକାର ପଡ଼ା ଗାଁରେ ଥିବା ରାମେଶ୍ୱର ମନ୍ଦିରର ଛପର କଣା କରି ଦୁର୍ବୃତ୍ତମାନେ ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି।

ଏଥିସହ ଦୁର୍ବୃତ୍ତମାନେ ମନ୍ଦିର ପରିସରରେ ଥିବା ପୋଥି ଓ ଅନ୍ୟାନ୍ୟ ଆସବାବପତ୍ର ପୋଡ଼ି ଦେଇଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି।

You might also like