ନିଶା ସ୍ପ୍ରେ ମାରି ଅଚେତ କରାଇଦେଲେ, ଲୁଟିନେଲେ ୧୦ ଲକ୍ଷ ଟଙ୍କା, ୫୦ ଭରି ସୁନା ଅଳଙ୍କାର

ଅନୁଗୁଳ: ଅନୁଗୁଳ ଜିଲ୍ଲା ନାଲ୍‌କୋ ଥାନା ଅନ୍ତର୍ଗତ କିରାଙ୍ଗ ଗାଁରେ ଜଣେ ଠିକା କର୍ମଚାରୀଙ୍କ ଘରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଲୁଟ୍‌ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ସମ୍ପୃକ୍ତ ଠିକା କର୍ମଚାରୀ ଜଣକ ଘରେ ନ ଥିବାବେଳେ ଗତକାଲି ବିଳମ୍ବିତ ରାତିରେ ୪ଜଣ ଦୁର୍ବୃତ୍ତ ଘରେ ଭିତରେ ପଶିଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ କର୍ମଚାରୀଙ୍କ ୨ ଭଉଣୀଙ୍କୁ ନିଶା ସ୍ପ୍ରେ ମାରି ଅଚେତ କରାଇ ଲୁଟ୍ କରିଥିବା ଅଭିଯୋଗ ହୋଇଛି।

ଦୁର୍ବୃତ୍ତମାନେ ୧୦ ଲକ୍ଷ ଟଙ୍କା ଏବଂ ୫୦ ଭରି ସୁନା ଅଳଙ୍କାର ଲୁଟ୍‌ କରି ନେଇଥିବା ଜଣାପଡ଼ିଛି। ଅଭିଯୋଗ ପରେ ଘଟଣାସ୍ଥଳରେ ନାଲ୍‌କୋ ପୋଲିସ୍‌ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like