ଗ୍ୟାସ୍‌ କଟରରେ କାଟି ATMରୁ ନେଇଗଲେ ୨୮ ଲକ୍ଷ ଟଙ୍କା !

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ମାତିଲେ ATM ଲୁଟେରା। ଭୁବନେଶ୍ୱର ଇନଫୋସିଟି ଥାନା ଅନ୍ତର୍ଗତ ପଟିଆ ଷ୍ଟେସନ ରୋଡ୍‌ରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(PNB) ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।

ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଗ୍ୟାସ୍‌ କଟରରେ କାଟି ATMରୁ ପ୍ରାୟ ୨୮ ଲକ୍ଷ ଟଙ୍କା ଲୁଟି ନେଇ‌ଥିବା ଅଭିଯୋଗ ହୋଇଛି। ଏ ନେଇ ATM ମେଣ୍ଟେନାନ୍ସ ଦାୟିତ୍ୱରେ ଥିବା କର୍ମଚାରୀ ଇନଫୋସିଟି ଥାନାରେ ଆଜି ଅଭିଯୋଗ କରିଛନ୍ତି।

ଘଟଣାସ୍ଥଳରେ ଇନଫୋସିଟି ପୋଲିସ୍‌ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like