• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ରାଉରକେଲା: ସିଭିଲ୍‌ ଟାଉନସିପରୁ ସାଢ଼େ ୬ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଏକ ଠିକା ସଂସ୍ଥାର ଜଣେ କର୍ମଚାରୀଙ୍କଠାରୁ ୬ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି ଦୁର୍ବୃତ୍ତ।

କର୍ମଚାରୀ ଜଣକ ବ୍ୟାଙ୍କରୁ ଟଙ୍କା ଉଠାଇ ସ୍କୁଟିରେ ଆସୁଥିବା ବେଳେ ରାସ୍ତାରେ ଲୁଟେରାମାନେ ତାଙ୍କୁ ଅଟକାଇ ମରାଧରା କରିବା ସହିତ ଟଙ୍କା ଝାମ୍ପି ନେଇଥିଲେ। ସେମାନଙ୍କ ଆକ୍ରମଣରେ କର୍ମଚାରୀ ଜଣକ ଆହତ ହୋଇ ସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଲୁଟରେ ୫ଜଣ ଦୁର୍ବୃତ୍ତ ସାମିଲ ଥିବା ରଘୁନାଥପାଲି ଥାନାରେ ଅଭିଯୋଗ ହୋଇଛି।

Miscreants-loot-rs-6-5-lakh-in-rourkela1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories