• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ସହିଦ ନଗର ଥାନାରେ ତୁମୁଳ କାଣ୍ଡ ଘଟିଛି। କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ସହିଦନଗର ଥାନା ଆଇଆଇସି ଓ ଏଏସ୍‌ଆଇଙ୍କ ସମେତ କିଛି ପୁଲିସ୍‌ କର୍ମଚାରୀ ଆହତ ହୋଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଏଏସ୍‌ଆଇ ଅଭୟ କୁମାର ରାଉତଙ୍କ ମୁଣ୍ଡ ଫାଟି ଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି।

ସୂଚନାଯୋଗ୍ୟ, ଗତକାଲି ରାତିରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ଏହାପରେ କିଛି ଲୋକ ଅଭିଯୋଗ ଦାଖଲ କରିବା ପାଇଁ ସହିଦନଗର ଥାନାକୁ ଆସିଥିଲେ। ହେଲେ କୌଣସି କାରଣରୁ ସେମାନେ ଥାନା କର୍ମଚାରୀଙ୍କୁ ମାଡ଼ ମାରିଥିଲେ। ଏଥିସହ ଥାନା ପରିସରରେ ଥିବା ଫୁଲକୁଣ୍ଡ, ଚେୟାର, ଟେଲିଫୋନ, ଟିଭି ଭଙ୍ଗାରୁଜା କରି ଫେରାର ହୋଇଯାଇଥିଲେ।

ପୁଲିସ୍‌ ଘଟଣାର ତଦନ୍ତ ଚଳାଇଛି। ସିସିଟିଭି ଫୁଟେଜ ଆଧାରରେ ଅଭିଯୁକ୍ତମାନଙ୍କୁ ଧରିବାକୁ ଉଦ୍ୟମ ଚାଲିଥିବା ପୁଲିସ୍‌ କହିଛି।

Miscreants-thrash-policemen-of-saheed-nagar-police-station
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories