ସୌମ୍ୟ ପଟ୍ଟନାୟକ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ନିଜେ ସୌମ୍ୟରଞ୍ଜନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।
ସୌମ୍ୟରଞ୍ଜନଙ୍କ ନମୂନା ପରୀକ୍ଷା ପାଇଁ ଯାଇଥିଲା। ଆଜି ରିପୋର୍ଟ ପଜିଟିଭ ଆସିଥିଥିବା ଜଣାପଡିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବନ୍ଧୁଙ୍କୁ ଡାକ୍ତରୀ ପରାମର୍ଶ ପାଇଁ ପରାମର୍ଶ ଦେଇଛନ୍ତି ସୌମ୍ୟରଞ୍ଜନ।
ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣା ପଡ଼ିଛି । ମୁଁ ସୁସ୍ଥ ଅଛି । ଗତ ସପ୍ତାହରେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନଙ୍କୁ ଡାକ୍ତରୀ ପରାମର୍ଶ ନେବାପାଇଁ ଅନୁରୋଧ କରୁଛି ।
— Soumya Ranjan Patnaik (@SoumyaSambad) August 11, 2020